Книга Ama Chalani Ama Chamaka Indramani Jena

Ama Chalani Ama Chamaka

Автор: Indramani Jena
Език: Одия
Корици: С меки корици
Издател: BLACK EAGLE BOOKS
Наличност: Външен склад
Изпращаме след 9-15 дни
17.81 34.83 лв
ଉତ୍କଳୀୟ ସମାଜ ସମଗ୍ର ଭାରତବର୍ଷରେ ଅନେକ ସ୍ୱାତନ୍ତ୍ର‌୍ୟ ବହନକରେ । ଏହି ମହୋଦଧି କୂଳର ରାଜ୍ୟଟି ପ୍ରକୃତିର ଅସୁମାରି ଉ...

Информация за книгата

Автор
Език
Одия
Корици
Книга - С меки корици
Издадена
2023
страници
252
EAN
9781645604792
ISBN
1645604799
Enbook ID
44458239
Издател
Теглоt
360
Размери
140 x 216 x 15

Пълно описание

ଉତ୍କଳୀୟ ସମାଜ ସମଗ୍ର ଭାରତବର୍ଷରେ ଅନେକ ସ୍ୱାତନ୍ତ୍ର‌୍ୟ ବହନକରେ । ଏହି ମହୋଦଧି କୂଳର ରାଜ୍ୟଟି ପ୍ରକୃତିର ଅସୁମାରି ଉପାଦାନରେ ଶୋଭାପାଏ । ତାହାର ଘନ ସବୁଜିମା ଭରା ଅରଣ୍ୟାନୀ ଏବଂ ଜଳପ୍ରପାତ ଗୁଡିକର ଶବ୍ଦତରଙ୍ଗ ସହିତ ବିହଙ୍ଗମାନଙ୍କର ପ୍ରକୃଷ୍ଟ ଲକ୍ଷ୍ୟସ୍ଥଳ ଯେମିତି କାକୁଳିରେ ଶବ୍ଦାୟିତ, ଉତ୍କଳୀୟ ମନପ୍ରାଣରେ ପ୍ରକୃତି ରଚେ ସିହରଣ । ମନ ଟାଣେ ପ୍ରକୃତି ସହିତ ତାଳମିଳାଇ ଚାଲିବାକୁ । ସେହି ତାଳରେ ମନ୍ଥର ବେଗରେ ଉତ୍କଳୀୟ କନ୍ୟାର ରୂପଲାବଣ୍ୟ ସହିତ ଓଡ଼ିଶୀନାଚ, ସେହି ଦୃଶ୍ୟ ପଟରେ ଅଳସକନ୍ୟାର ମନଲୋଭା ଚାହାଣି ଆଉ ସେହି ଆନନ୍ଦମୟ ଦେବଦବୀମାନଙ୍କର ବରଦା ହସ୍ତ ମନକୁ ପୁଲକରେ ଭରିଦିଏ । 

ସରଳ ନିଷ୍କପଟ ଓଡ଼ିଆ ଚରିତ୍ର ସ୍ୱଭାବବନ୍ତ । ମାଟିର ବଳରେ ଆଉ ପାଣିର ଶକ୍ତିରେ ତାର ବେଉସା, ଜଙ୍ଗଲଜାତ ଉପକରଣରେ ତାର ସମୃଦ୍ଧି । ଇତିହାସ ପୃଷ୍ଠାରେ ଅଦୃଷ୍ଟ ହୋଇ ରହିଥିଲା ଓଡ଼ିଶା ମାଟିତଳର ରତ୍ନଗର୍ଭ । ଉତ୍କଳୀୟ ସରଳ ପରିଧାନର ଅନ୍ତରାଳରେ ଛପି ରହିଥିଲା ତାର ଆତ୍ମସମ୍ମାନ ଆଉ ସମର୍ପଣର ମନୋଭାବ । ଯୁଗ ଯୁଗଧରି ପୃଥକ୍ ସମୟରେ ସିଏ ରାଷ୍ଟ୍ରଦେବତାଙ୍କର ଆଶିଷରେ ମଥାଟେକି ଗତି କରିଛି । ସମଗ୍ର ବିଶ୍ୱରେ ଚକାନୟନ ଯୁଗଳର ଅନନ୍ତ ଆବିଳତା ପ୍ରସାର କରିଛି ।

ସେହି ଓଡ଼ିଆ ପରମ ସ୍ୱାଭିମାନୀ । ନିଜର ଆତ୍ମମର୍ଯ୍ୟାଦା ତିଳେମାତ୍ର କ୍ଷୁଣ୍ଣ ହେବାକୁ ସୁଯୋଗ ଦିଏନାହିଁ । ଦିନେ କୋଣ୍ଡାଭିଡୁ ଦୁର୍ଗ ପାଇକମାନଙ୍କ ହାତରୁ ଛଡାଇନେଇ ନିଜେ କୃଷ୍ଣଦେବରାୟ କହିଥିଲେ, ଓଡ଼ିଆ ଜାତି ଭୋକରେ ମରିପାରେ, ହାତ ପତାଏ ନାହିଁ । ଏହିପରି ଆଉ ଥରେ ଆବେଗପୂର୍ଣ୍ଣ ଘଟଣା ଘଟିଛି ନଅଙ୍କ ଦୁର୍ଭିକ୍ଷରେ । ଜୀବନ ଯାଇଛି ପଛେ ଦାନଛତ୍ରରୁ ଦାନାଟିଏ ନେବାକୁ ଆତ୍ମସମ୍ମାନ ନଷ୍ଟ ହୋଇଯିବାର ଦ୍ୱନ୍ଦ୍ୱ ନେଇ ମୃତ୍ୟୁବରଣ କରିଛି ପଛେ ହାତ ପତାଇ ନାହିଁ ।

ସେଇ ଓଡ଼ିଆ ଜାତିର ଚଳଣି ଏବଂ ଚମକ ଆଧାରିତ 'ବିଜୟିନୀ' ପତ୍ରିକାର ୨୦୧୪ ରୁ ୨୦୨୨ ପର୍ଯ୍ୟନ୍ତ କିଛି ପ୍ରବନ୍ଧ ଆଧାରରେ ଏହି ସଂକଳନଟି ରଚିତ ।


Клиенти, които купиха тази книга, купиха също

38.72 75.73 лв

El bastón de Virginia

Laurent Sagalovitsch
13.45 26.32 лв

Heritage Industry

Robert Hewison
40.27 78.77 лв

Tibeti szél

Száraz Miklós György
11.25 22.01 лв
17.36 33.95 лв

Ukelele Para Principiantes

Academic Music Studio
32.32 63.21 лв

Professor

Charlotte Stein
8.70 17.02 лв
28.97 56.65 лв
16.06 31.40 лв
13.40 26.22 лв
13.90 27.20 лв
51.98 101.67 лв