Книга Jharka Bahare Bharata Shashadhar Das

Jharka Bahare Bharata

Автор: Shashadhar Das
Език: Одия
Корици: С меки корици
Издател: BLACK EAGLE BOOKS
Наличност: Външен склад
Изпращаме след 14-21 дни
12.39 24.23 лв
ଭାରତର ବିବିଧ ଛବିରେ ଛବିଳ 'ଝର୍କା ବାହାରେ ଭାରତ' କବି ଶଶଧର ଦାସଙ୍କର ଏକ ସଦ୍ୟତମ ଶବ୍ଦ ଶତଦଳ । ତହିଁ ଅଙ୍କିତ ଜୀବନ ଚ...

Информация за книгата

Автор
Език
Одия
Корици
Книга - С меки корици
Издадена
2022
страници
120
EAN
9781645602491
ISBN
1645602494
Enbook ID
38712239
Издател
Теглоt
159
Размери
140 x 216 x 7

Пълно описание

ଭାରତର ବିବିଧ ଛବିରେ ଛବିଳ 'ଝର୍କା ବାହାରେ ଭାରତ' କବି ଶଶଧର ଦାସଙ୍କର ଏକ ସଦ୍ୟତମ ଶବ୍ଦ ଶତଦଳ । ତହିଁ ଅଙ୍କିତ ଜୀବନ ଚିତ୍ର ଛାୟାଛନ୍ନ ଜହ୍ନରାତି ପରି ମନୋଜ୍ଞ ଅଥଚ ରହସ୍ୟମୟ । ଭାବର ସାନ୍ଧ୍ରତାରେ ଯେମିତି ନିବିଡ଼ ତାଙ୍କର ପ୍ରତିଟି କବିତା, ସେମିତି ପ୍ରତି ଶବ୍ଦ ସିକ୍ତ ଲଳିତ ଲାବଣ୍ୟରେ ।ସମକାଳ ବୈପରୀତ୍ୟର ଏକ ଦୁର୍ବୋଧ୍ୟ ଛନ୍ଦ । କେତେ ଭିନ୍ନ ସତେ ଏଠି ପ୍ରତୀୟମାନ ପୃଥିବୀଠାରୁ ବାସ୍ତବ ଜୀବନ! ଏଠି ମୂଲ୍ୟ ଓ ମୂଲ୍ୟବୋଧ ଭିତରେ ସଂଘର୍ଷ ଓ ବସ୍ତୁବାଦୀ ବେଗଦ୍ୱାରା ଆତ୍ମିକ ଆବେଗ କ୍ଷତାକ୍ତ । ଲାଭ, ଲୋଭ ଓ ଲାଳସାର ଅର୍ଗଳିରେ ମ୍ରିୟମାଣ କବି ସତ୍ତା । କବିଙ୍କ ଲେଖନୀରେ ତେଣୁ ସ୍ୟାହି ନୁହେଁ, ରକ୍ତସ୍ରାବର ସଂକେତ । ତଥାପି ରକ୍ତକୁ ରକ୍ତ ପଳାସରେ ରୂପାନ୍ତରିତ କରିବାକୁ ଯେମିତି କବି ଶଶଧର ଦାସ ପ୍ରତିବଦ୍ଧ । ଆଉ କ'ଣ ଆଜିକାଲି ସକାଳ ଓହ୍ଲାଉଛି ଚା' କପ୍‌, କାଗଜ ଗନ୍ଧରେ? ନା । ଖବରକାଗଜ ପୃଷ୍ଠାରେ ବାରୁଦର ଗନ୍ଧ ତ ଆତଙ୍କ ଅପମୃତ୍ୟୁ, ଦୁଷ୍କର୍ମ ଓ ଦୁରାଚାରରେ ପ୍ରତିଟି ସକାଳ ବିବର୍ଣ୍ଣ । ଭୋଅଟରୁ ଭୋଅଟ ପର୍ଯ୍ୟନ୍ତ ଗାଁ ଫାଟି ଆଁ କରିଛି । ଗାଁ ଦାଣ୍ଡରେ ପୁଣି ସହରର ବାସ୍ନା । ଜହ୍ନିଫୁଲ, ଜହ୍ନରାତି, ଧୂଆଁ, ଧୂଳି ଓ ଧୂମାଳ - ସବୁ ଅବା ଅତୀତର ଗୋଟେ ଛିନ୍ନପୃଷ୍ଠା । କବି ତେଣୁ ଅତୀତ ଆମୁଖତା ବା ନୋଷ୍ଟାଲ୍‌ଜିଆରେ ବିଭୋର ସାମାଜିକ ଅଧୋଗତିରେ ବିବ୍ରତ ପୁଣି ଛଦ୍ମ ଗଣତନ୍ତ୍ର ପ୍ରତି ବିମୁଖ । ଏମନ୍ତ ଚିତ୍ର ଓ ଚିତ୍ରକଳ୍ପରେ ବିଚତ୍ରବର୍ଣ୍ଣା ଏହି ଗ୍ରନ୍ଥରେ ସଂକଳିତ ଅନେକ କବିତା ।

Клиенти, които купиха тази книга, купиха също

28.39 55.53 лв

Horsemanship

Thomas Gibbons
22.42 43.85 лв
9.38 18.34 лв
11.84 23.15 лв
150.55 294.46 лв

Coach dich!

Dieter Schwartz
19.86 38.85 лв

Valaistunut tappaja

Harri Virtanen
63.96 125.10 лв