Книга Labanga Chittaranjan Patnaik

Labanga

Автор: Chittaranjan Patnaik
Език: Одия
Корици: С меки корици
Издател: BLACK EAGLE BOOKS
Наличност: Външен склад
Изпращаме след 14-21 дни
17.79 34.79 лв
ଲବଙ୍ଗର ମୂଳ ହିନ୍ଦି ଲେଖକ ସ୍ୱର୍ଗତ କୁଶବାହା କାନ୍ତ ଏହାକୁ ବିଂଶ ଶତାବ୍ଦୀର ଚତୁର୍ଥ ଦଶକରେ ଲେଖିଥିଲେ । ସେଥିରେ ସେ ସ...

Информация за книгата

Език
Одия
Корици
Книга - С меки корици
Издадена
2024
страници
270
EAN
9781645604969
ISBN
1645604969
Enbook ID
44672066
Издател
Теглоt
385
Размери
140 x 216 x 16

Пълно описание

ଲବଙ୍ଗର ମୂଳ ହିନ୍ଦି ଲେଖକ ସ୍ୱର୍ଗତ କୁଶବାହା କାନ୍ତ ଏହାକୁ ବିଂଶ ଶତାବ୍ଦୀର ଚତୁର୍ଥ ଦଶକରେ ଲେଖିଥିଲେ । ସେଥିରେ ସେ ସେତେବେଳର ଅର୍ଥାତ୍‍ ଦେଶ ସ୍ୱାଧୀନ ହେବାର ଠିକ୍‍ ପୂର୍ବର ଏବଂ ପରବର୍ତ୍ତୀ କାଳର ସାମାଜିକ ତଥା ଅର୍ଥନୈତିକ ଅବସ୍ଥାର ସୁନ୍ଦର ଭାବରେ ଚିତ୍ରଣ କରିଥିଲେ । ମୋତେ ବହୁତ ଭଲ ଲାଗିଥିଲା, ତେଣୁ ତାକୁ ଓଡ଼ିଆ ଭାଷାରେ ଅନୁବାଦ କରିବାକୁ ମନସ୍ଥ କରିଥିଲି ।

ଏହି ମୂଳ ପୁସ୍ତକଟି ଲେଖା ହେଲାବେଳେ ସେତେବେଳର ଟଙ୍କା ପଇସା ଆମର ଏବେକାର ଚଳୁଥିବା ଟଙ୍କା ପଇସା ଠାରୁ ଅଲଗା ଥିଲା । ସେତେବେଳେ ଏକ ଟଙ୍କା ଷୋଳ ଅଣା ଏବଂ ଏକ ଅଣା ଚାରି ପଇସା ଥିଲା । ପୁଣି ଏକ ପଇସାର ଅଧାକୁ ଅଧୁଲି କୁହାଯାଉଥିଲା ଏବଂ ପଇସାର ଏକ ତୃତୀୟାଂଶକୁ ପାହୁଲି କୁହାଯାଉଥିଲା । ସେତେବେଳର ବଜାର ଦରଦାମକୁ ନେଇ ଏତିକି କୁହାଯାଇପାରେ ଯେ, ସେତେବେଳେ ସୁନା ଏକଭରି (୧୧.୬୬ ଗ୍ରାମ)ର ମୂଲ୍ୟ ୯୯ ଟଙ୍କା ଥିଲା । ସେହି ପରିପ୍ରେକ୍ଷୀରେ ପାଠକମାନେ ଏହି ବହିଟିକୁ ପଢ଼ିବାକୁ ଅନୁରୋଧ ।

--- ଚିତ୍ତରଞ୍ଜନ ପଟ୍ଟନାୟକ


Клиенти, които купиха тази книга, купиха също

227.12 444.21 лв
22.99 44.96 лв
20.54 40.17 лв
37.88 74.09 лв
15.14 29.61 лв

Moc Mowy W Terapii Psychoanalitycznej

NASCIMENTO EDUARDO NASCIMENTO
50.08 97.95 лв
184.79 361.41 лв

Happy the Hours

Pascal Quignard
23.39 45.74 лв